March 16, 2026

Now Odisha

Now Odisha

now odisha

ବୈଶିଙ୍ଗା,୨୧।୯: ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଅଁଳା ଗ୍ରାମର ଜଣେ ଯୁବକ ତାଙ୍କ ଭାଉଜଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରି ଗିରଫ ହୋଇଛନ୍ତି। ଅଭିଯୁକ୍ତ ହେଲେ ଗ୍ରାମର ଅଜୟ ପ୍ରଧାନ(୪୦)। ପୋଲିସ ତାଙ୍କୁ ଶନିବାର ଅପରାହ୍ନରେ କୋର୍ଟଚାଲାଣ କରିଛି।ସୂଚନା ଅନୁଯାୟୀ, ଅଜୟଙ୍କ ବଡ଼ ଭାଇ ରାଜେଶ ବେଙ୍ଗାଲୁରୁଠାରେ ରହି ଏକ ବେସରକାରୀ ସଂସ୍ଥାରେ ଚାକିରି କରନ୍ତି। ଅଜୟ ଯାଜପୁରଠାରେ ଏକ କମ୍ପାନୀରେ ଚାକିରି କରନ୍ତି। ଘରୁ ପ୍ରତ୍ୟେକ ଦିନ ଯିବା ଆସିବା କରିଥାନ୍ତି। ଶୁକ୍ରବାର ତାଙ୍କ ଭାଉଜ ନିରୁପମା ପୋଲିସ ନିକଟରେ ଅଜୟ ତାଙ୍କ ଅଶ୍ଳୀଳ ଫଟୋ ଓ ଭିଡ଼ିଓ ସୋସିଆଲ ମିଡିଆରେ ଛାଡିଥିବା ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା(ନଂ. ୩୭୯/୨୫) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଅଜୟଙ୍କ ମୋବାଇଲ ଯାଞ୍ଚ କରିବା ପରେ ସେ ଫଟୋ ଭାଇରାଲ କରିଥିବା ଜଣାପଡ଼ିବା ପରେ ଗିରଫ କରିଥିଲା।

ଭୁବନେଶ୍ଵର: ବର୍ଷା ଯୋଗୁଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡିଶା ଗସ୍ତର ସୂଚୀ ବଦଳିପାରେ ` ବ୍ରହ୍ମପୁର ବଦଳରେ ଅନ୍ୟ କେଉଁଠି କାର୍ଯ୍ୟକ୍ରମ ହୋଇପାରେ। ୨୭ ତାରିଖରେ ପ୍ରଧାନମନ୍ତ୍ରୀ ବ୍ରହ୍ମପୁର...

ନୂଆଦିଲ୍ଲୀ : ମାଲାୟାଲମ ସମେତ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା, ନିର୍ଦେଶକ ଓ ପ୍ରଯୋଜକ ମୋହନଲାଲଙ୍କୁ ସମ୍ମାନ ଜନକ ଦାଦାସାହେବ ଫାଲକେ ପୁରସ୍କାର ପାଇଁ...

ଭୁବନେଶ୍ଵର : ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମ ଦିନ ଉପଲକ୍ଷେ ବିଜେପିର ସପ୍ତାହେ ବ୍ୟାପୀ କାର୍ଯ୍ୟକ୍ରମମାନ ଆରମ୍ଭ ହୋଇଛି। ରବିବାର ନିଶାମୁକ୍ତ ଭାରତ ଗଠନ ନିମନ୍ତେ ଗଣଦୌଡ କାର୍ଯ୍ୟକ୍ରମ...

 ଯୋଡ଼ା,୨୧ା୯: କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଧବଳେଶ୍ୱର ଉଚ୍ଚ ବିଦ୍ୟାଳୟ ଓ ପ୍ରାଥମିକ ବିଦ୍ୟାଳୟରେ ଛତ୍ରୀଛାତ୍ରଙ୍କ ନିମନ୍ତେ ଭାତ, ଡାଲମା ରୋଷେଇ ହେଉଥିବା ବେଳେ ଶିକ୍ଷକଙ୍କ ନିମନ୍ତେ...

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଜିଆକଟା ଏବଂ ଛତ୍ରପୁର ଗ୍ରାମ ମଧ୍ୟ ଭାଗରେ ଥିବା ବାଣ ଗୋଦାମରେ ବଡ଼ଧରଣର ବିସ୍ଫୋରଣ...

ରାୟଗଡ଼ା : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାୟଗଡ଼ା ଜିଲ୍ଲା କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କୁ ଗିରଫ କରାଯାଇଛି। ଶୁକ୍ରବାର ଜୟପୁର ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍ ...

ଗାନ୍ଧୀନଗର,୨୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୁଜରାଟର ଭାବନଗରରେ ଅନୁଷ୍ଠିତ ‘ସମୁଦ୍ର ସେ ସମୃଦ୍ଧି’ କାର୍ଯ୍ୟକ୍ରମରେ ଦେଶବ୍ୟାପୀ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ...

ଖୋଲୁଛି ଗୁମର ପ୍ରଥମ ପତ୍ନୀ ଙ୍କୁ ବି ହତ୍ୟା କରି ବିମା ଟଙ୍କା ହଡ଼ପ କରିଥିଲା ଶୁଭମିତ୍ରା ଙ୍କ ହତ୍ୟାକାରୀ ଦୀପକ। କନଷ୍ଟେବଳ ଶୁଭମିତ୍ରା ସାହୁ ଙ୍କ...

error: Content is protected !!