June 15, 2026

Now Odisha

Now Odisha

now odisha

ନବୀନଙ୍କଫ୍ଲାଇଟ୍ପ୍ଲାନ୍ଦାଖଲହୋଇନଥିଲା-ନବୀନଙ୍କ ହେଲିକପ୍ଟରକୁ କ୍ଲିଅରାନ୍ସ ଦେବାରେ ବିଳମ୍ବ ଅଭିଯୋଗ ଘଟଣା-ଭୁବନେଶ୍ବର ବିମାନ ବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନଙ୍କ ପ୍ରତିକ୍ରିୟା-'ନବୀନଙ୍କ ଫ୍ଲାଇଟ୍ ଅପରେଟର ଫ୍ଲାଇଟ୍ ପ୍ଲାନ୍ ସବ୍‌ମିଟ୍ କରି ନଥିଲେ'-'ତେଣୁ...

କେନ୍ଦୁଝର,୬।୧୧ : କେନ୍ଦୁଝର DSSO ବିପ୍ଳବ କେଶରୀ ସାମନ୍ତରାୟ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ବିଭିନ୍ନ ହିତାଧିକାରୀଙ୍କ ଠାରୁ ଫୋନ ପେ ମାଧ୍ୟମରେ ପାଖାପାଖି ୨୫...

ଭୁବନେଶ୍ୱର ସ୍ଥିତ ପୋଲିସ ଭବନଠାରେ ଓଡିଶା ପୋଲିସ ରେଳବାଇ ଓ ଉପକୂଳ ସୁରକ୍ଷା ଆନୁକୂଲ୍ୟରେ ପୋଲିସ ଅଧିକାରୀମାନଙ୍କ ପାଇଁ ଏକ ଦିନିଆ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ...

ପ୍ରଥମପର୍ଯ୍ୟାୟନିର୍ବାଚନ: ଭୋଟଦେବବିହାର-ଆଜି ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ-୧୮ ଜିଲ୍ଲାରେ ୧୨୧ଟି ଆସନରେ ଭୋଟ ଦେବେ ଜନତା-୧୩୧୪ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା, ସକାଳ ୭ଟାରୁ ୫ଟା ଭୋଟିଂ.-ତେଜସ୍ବୀ ଯାଦବ, ମୈଥିଲି ଠାକୁର, ଖେସାରୀ ଲାଲ ଯାଦବଙ୍କ ଭାଗ୍ୟ ପରୀକ୍ଷା-ତାରାପୁର ଆସନରୁ ନିର୍ବାଚନ ଲଢୁଛନ୍ତି ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ.-ରାଘୋପୁରରୁ ନିର୍ବାଚନ ଲଢୁଛନ୍ତି ଆରଜେଡିର ତେଜସ୍ବୀ ଯାଦବ-ମହୁଆ ଆସନରୁ ଲଢୁଛନ୍ତି ବଡ଼ ଭାଇ ତେଜ ପ୍ରତାପ ଯାଦବ-୩ କୋଟି ୭୫ ଲକ୍ଷରୁ ଅଧିକ ଭୋଟର ମତଦାନ କରିବେ-୪୩ ହଜାର ୩୪୧ଟି ବୁଥରେ ହେବ ଭୋଟିଂ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି-ମୈଦାନରେ ଅଛନ୍ତି ଜେଡିୟୁର ୫୭, ବିଜେପିର ୪୮, ଏଲଜେପିର ୧୩ ପ୍ରାର୍ଥୀ.-ମହାଗଠବନ୍ଧନରୁ ଆରଜେଡିର ୭୧, କଂଗ୍ରେସର ୨୪ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ଭୁବନେଶ୍ୱର, ତା ୪/୧୧/୨୫: ଦୀର୍ଘ ୧୪ ବର୍ଷର ବିଚାରାଧିନ ବନ୍ଦୀ ଡୁନା କେଶବ ରାଓ (ଆଜାଦ୍)ର ତ୍ୱରିତ ବିଚାର ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶକୁ ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ...

ଛତିଶଗଡ଼ର ବିଳାସପୁର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି। ଅନେକ ଯାତ୍ରୀ ଏଥିରେ ଆହତ ହୋଇଥିବାରୁ ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା...

ଡେରାଡୁନ: ଉତ୍ତରାଖଣ୍ଡ ରାଜ୍ୟ ପ୍ରତିଷ୍ଠା ହେବାର ୨୫ ବର୍ଷ (ସୁବର୍ଣ୍ଣ ଜୟନ୍ତୀ) ପୂର୍ତ୍ତି ଉପଲକ୍ଷେ ସୋମବାର ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହୋଇଥିବାବେଳେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...

ଭଦ୍ରକ – ଜନୈକା ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରି ବିଫଳ ହେବା ପରେ ଧାରୁଆ ଅସ୍ତ୍ରରେ ଉକ୍ତ ଯୁବକ ଆକ୍ରମଣ କରିଥିଲେ ବୋଲି ଆଗରପଡ଼ା ଥାନାରେ ଅଭିଯୋଗ...

ଭୁବନେଶ୍ୱର,୩।୧: ବିଜେଡିକୁ ସୋମବାର ବଡ଼ ଶକ୍ତ ଝଟ୍‌କା ଲାଗିଛି। ବିଜେଡିର ପୂର୍ବତନ ରାଜ୍ୟ ସଭା ଏମ୍‌ପି ଅମର ପଟ୍ଟନାୟକ ଭାଜପାରେ ମିଶିଛନ୍ତି। ସେ ଭାଜପା ରାଜ୍ୟ କାର୍ଯ୍ୟାଳୟକୁ...

error: Content is protected !!