ଭୁବନେଶ୍ୱରରେ ଖୋଲିବ ଚାଉଳ ଏଟିଏମ୍ । ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା । ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୋଲିବ ଏହି ଚାଉଳ ATM ।...
admin
ସର୍ବସମ୍ମତି କ୍ରମେ ସପ୍ତଦଶ ବିଧାନସଭାର ବାଚସ୍ପତି ହୋଇଛନ୍ତି ସୁରମା ପାଢୀ। ସୁରମା ପାଢୀଙ୍କୁ ବାଚସ୍ପତି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରସ୍ତାବ ରଖିଥିଲେ । ଏହି...
ନିଟ୍ ଏବଂ ୟୁଜିସି-ନେଟ୍ ପରୀକ୍ଷାରେ ବିଭ୍ରାଟ ଅଭିଯୋଗ ପ୍ରସଙ୍ଗଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନ ଘେରାଉ କଲା NSUIନୂଆଦିଲ୍ଲୀ ସ୍ଥିତ ବାସଭବନ ଆଗରେ NSUIର ବିକ୍ଷୋଭ ପ୍ରଦର୍ଶନବିକ୍ଷୋଭ...
-ସ୍ନାନବେଦୀରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ-ସ୍ନାନପୂର୍ଣ୍ଣିମା ପାଇଁ ଆଜି ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି-ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ଦଇତାପତି-ଆଜିଠୁ ଦଇତାପତିଙ୍କ ରହିଛି ଗୋଷ୍ଠୀଗତ ସେବା
ଓଡ଼ିଶାର ବରିଷ୍ଠ ଲୋକ ସଭା ଏମପି ଭର୍ତ୍ତୃହରି ମହତାବଙ୍କୁ କାମଚଳା ବାଚସ୍ପତି ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସମ୍ବିଧାନର ଧାରା ୯୫ (୧) ଅନୁଯାୟୀ ତାଙ୍କୁ...
ଅନୁଭବଙ୍କବିରୋଧରେଚାର୍ଜଫ୍ରେମ୍ -କଟକ: ଅନୁଭବ ମହାନ୍ତି-ବର୍ଷା ବିବାଦ ମାମଲାରେ ଚାର୍ଜଫ୍ରେମ୍.-କଟକ ଜେଏମ୍ଏଫ୍ସି କୋର୍ଟରେ ଅନୁଭବ ହାଜର ପରେ ଚାର୍ଜଫ୍ରେମ୍.-ଅନୁଭବ ଓ ତାଙ୍କର ଦୁଇ ସହଯୋଗୀଙ୍କ ନାଁରେ ଚାର୍ଜଫ୍ରେମ୍.-ବର୍ଷାଙ୍କୁ ନିର୍ଯାତନା...
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶା ସୂଚନା ଓ ଲୋକସମ୍ପର୍କ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ବିଷୟରେ ଅବଗତ ହେଲେ ମୁଖ୍ୟମନ୍ତ୍ରୀ ସରକାରଙ୍କ ବିକାଶ ଓ କଲ୍ୟାଣ ମୂଳକ କାର୍ଯ୍ୟକ୍ରମକୁ ସଠିକ୍...
ବିଧାନ ସଭାରେ ନୂତନ ବାଚସ୍ପତି ମାନ୍ୟବର ଶ୍ରୀମତୀ ସୁରମା ପାଢୀଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଭିନନ୍ଦନ ଓ ଶୁଭେଚ୍ଛା ୨୦ ଜୁନ୍ ୨୦୨୪-...
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ରାଜ୍ୟ ଅତିଥି ଭବନ ଠାରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର...
ଭୁବନେଶ୍ୱରଜୁନ ୧୯, ୨୦୨୪ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଜନ୍ମ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି।...