January 27, 2026

Now Odisha

Now Odisha

Month: November 2025

ସନ୍ଦେହ ଉଜାଡ଼ି ଦେଇଛି ସୁନାର ସଂସାର। ସ୍ୱାମୀ-ସ୍ତ୍ରୀ ହୋଇ ଦୀର୍ଘ ବର୍ଷ ରହିବା ସତ୍ତ୍ୱେ ପରସ୍ପରକୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ। ପର ପୁରୁଷଙ୍କ ସହ ପତ୍ନୀ ଅନୈତିକ...

ଅନଲାଇନ୍ ଆପ୍ ଜରିଆରେ ଛୋଟ ପରିମାଣରେ ସୁନା କିଣିବାର ସୁବିଧା ଦେଉଥିବା 'ଡିଜିଟାଲ୍ ଗୋଲ୍ଡ' ର ବଢ଼ୁଥିବା ଲୋକପ୍ରିୟତାକୁ ନେଇ ସିକ୍ୟୁରିଟିଜ୍ ଆଣ୍ଡ ଏକ୍ସଚେଞ୍ଜ୍ ବୋର୍ଡ ଅଫ୍...

ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ନିକଟରେ ଗତକାଲି ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗର୍ଭବତୀ ପତ୍ନୀକୁ ଡାକ୍ତରଖାନାରେ ଦେଖାଇ ନିଜ ଘରକୁ ମାଆକୁ ଧରି ଫେରୁ ଥିବା ବେଳେ...

ସରିଲା ୨୮ ଦିନର ଲୁଚକାଳି ଖେଳ । ବନ୍ଧାହେଲା ସୁଧାଂଶୁ ଖୁଣ୍ଟିଆ ହତ୍ୟାକାଣ୍ଡର ମୁଖ୍ୟ କାର୍ପଟଦାର । ମୁଖ୍ୟ ଅଭିଯୁକ୍ତ ସଦାଶିବ ସହ ୫ ଜଣଙ୍କୁ କୋର୍ଟ...

ଭୁବନେଶ୍ୱର : ଆସନ୍ତା ୧୭ ତାରିଖରେ ଲଘୁଚାପ ସମ୍ଭାବନା । ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପୂର୍ବାନୁମାନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକଲସ ।...

ଯୋଡ଼ା : ମୋହନ ସରକାରଙ୍କ ବୁଲଡୋଜର ଆକ୍ସନ । ବଡ଼ବିଲରେ ଅପରାଧରେ ସଂପୃକ୍ତ ଅଭିଯୁକ୍ତଙ୍କ ଘରେ ବୁଲିଲା ବୁଲଡୋଜର । ବଡ଼ବିଲ ପୌରାଞ୍ଚଳ ୮ ନଂ ୱାର୍ଡ଼ରେ ପ୍ରଥମ...

ନୂଆପଡ଼ା,୮ା୧୧ : ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ରୋଡ୍‌ ଶୋ’ କରିଛନ୍ତି। ନୂଆପଡ଼ାରୁ ଖରିଆର ରୋଡ୍‌ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ରୋଡ୍‌ ଶୋ’ କରିଛନ୍ତି।ଏହି ପରିପ୍ରେକ୍ଷୀରେ ଅଭୟାରଣ୍ୟ ଭିତରେ ଥିବା ସୁନାବେଡ଼ାରେ ଗର୍ଜିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ନୂଆପଡ଼ାର ଆଦିବାସୀ ଜନଜାତି ପ୍ରତି ଅବହେଳା ହୋଇଛି। ନବୀନ ବାବୁ ଆଦିବାସୀଙ୍କ ପ୍ରତି ଅବହେଳା କରିଛନ୍ତି। ଖାଲି ଭୁବନେଶ୍ୱରରେ ରହି ଆପଣମାନେ ଖୁସି ତ କହିଲେ। ଆଦିବାସୀଙ୍କ ଦୁଃଖ ବୁଝିବ କିଏ? ମୁଁ ଆଦିବାସୀ ପରିବାରର, ତେଣୁ ମୁଁ ଆଦିବାସୀଙ୍କ ଦୁଃଖ ବୁଝିପାରୁଛି।ମୁଖ୍ୟମନ୍ତ୍ରୀଙ୍କ ସହିତ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ମନ୍ତ୍ରୀ ସୁରେଶ ପୂଜାରୀ, ବରିଷ୍ଠ ନେତା ବସନ୍ତ ପଣ୍ଡା ଓ ଏମ୍‌ପି ମାଳବିକା ଦେବୀ ସାମିଲ ହୋଇଛନ୍ତି।

error: Content is protected !!