ଦୁବାଇ /ଭୁବନେଶ୍ୱର ୧୦. ୦୯. ୨୦୨୬
ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗତକାଲି ରାତିରେ ଦୁବାଇରେ ପହଞ୍ଚିଛନ୍ତି l ଦୁବାଇରେ ତାଙ୍କୁ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ଏବଂ ସେଠାରେ ବସବାସ କରୁଥିବା ଓଡ଼ିଆ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ୱାଗତ ଜଣାଇଥିଲେ।
ଆଜି ଠାରୁ ଦୁବାଇରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ନିବେଶକ ଓ ଶିଳ୍ପ ପ୍ରତିନିଧିମାନଙ୍କ ସହ ବିଭିନ୍ନ ଉଚ୍ଚସ୍ତରୀୟ ଆଲୋଚନା ଆରମ୍ଭ ହେବ। ଏହି ଅବସରରେ ଓଡ଼ିଶାର ନିବେଶ ସୁଯୋଗ ଓ ଶିଳ୍ପ ସମ୍ଭାବନାକୁ ବିଶ୍ୱ ସମ୍ମୁଖରେ ପ୍ରଦର୍ଶିତ କରାଯିବ।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…