ବିଜେପି କର୍ମୀଙ୍କ ଉପରକୁ ବୋମାମାଡ଼ ଗୁଳିମାଡ଼


ଆଠଗଡ଼: ରାଜନୈତିକ ହିଂସା, ବିଜେପି କର୍ମୀଙ୍କ ଉପରକୁ ବୋମାମାଡ଼ ଓ ଗୁଳିମାଡ଼।ତିଗିରିଆ ଥାନା ଜେମାଦେଈପୁରରେ ଥିବା ଏକ ଢାବା ପାଖରେ ବୋମାମାଡ।ବିଜେପି କର୍ମୀ ଭାବଗ୍ରାହୀ ପଣ୍ଡାଙ୍କ ଉପରକୁ ବୋମାମାଡ଼ ଓ ଗୁଳିମାଡ଼ କଲେ 6ରୁ 8 ଦୁର୍ବୃତ୍ତ।ଅଳ୍ପକେ ବର୍ତ୍ତିଲେ ବିଜେପି କର୍ମୀ ଭାବଗ୍ରାହୀ ପଣ୍ଡା, ଘଟଣାସ୍ଥଳରୁ ଦୁର୍ବୃତ୍ତ ଫେରାର।ବୋମା ଓ ଗୁଳିମାଡ଼ରେ ଭାବଗ୍ରାହୀଙ୍କ କାର୍‌ କ୍ଷତିଗ୍ରସ୍ତ ସୂଚନା।


error: Content is protected !!