ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପ୍ରଧାନ ଶିକ୍ଷକ


ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପ୍ରଧାନ ଶିକ୍ଷକ।ବରଗଡ଼ କୁସନପୁରୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ବାଳମୁକୁନ୍ଦ ପ୍ରଧାନ।ଏସ୍ଏଚ୍‌ଜି ଫାଇଲ୍ ରିଲିଜ୍‌ ପାଇଁ ୧୪ ହଜାର ଲାଞ୍ଚ ନେଉଥିଲେ।


error: Content is protected !!