ମୋକିମଙ୍କୁ ଜାମିନ


କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ଜାମିନORHDC ଦୁର୍ନୀତି ମାମଲାରେ ଜାମିନ ଦେଲେ ସୁପ୍ରିମକୋର୍ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କଲେ ସୁପ୍ରିମକୋର୍ଟଆବେଦନକୁ ଗ୍ରହଣ କରି ଭିଜିଲାନ୍ସକୁ ନୋଟିସ କଲେ କୋର୍ଟ।ହାଇକୋର୍ଟ ରାୟକୁ ଚାଲେଂଜ କରି ସୁପ୍ରିମକୋର୍ଟ ଯାଇଥିଲେ ମୋକିମ।ORHDC ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ରାୟକୁ କାଏମ ରଖିଥିଲେ ହାଇକୋର୍।


error: Content is protected !!