ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଷଣ୍ଡମରା ରାସ୍ତାରେ ଏକ ଜଘନ୍ଯ ହତ୍ୟାକାଣ୍ଡ ଘଟିଯାଇଛି


ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଷଣ୍ଡମରା ରାସ୍ତାରେ ଏକ ଜଘନ୍ଯ ହତ୍ୟାକାଣ୍ଡ ଘଟିଯାଇଛି । ଏହି ହତ୍ୟାକାଣ୍ଡ ରେ ବାଲ୍ଯାସରା ଗ୍ରାମ ର ଗଣେଶ ନାୟକ ବୋଲି ଜଣାପଡିଛି । ହତ୍ୟାକାଣ୍ଡ ର କାରଣ ଅସ୍ପଷ୍ଟ ଥିବା ବେଳେ ଘରକୁ ଫେରୁଥିବା ବେଳେ ଏହି ହତ୍ୟାକାଣ୍ଡ ଘଟିଥିବା ଖବର ମିଳିଛି । କବିସୂର୍ଯ୍ୟନଗର ପୋଲିସ ଘଟଣାସ୍ଥଳ ରେ ପହଁଚି ଘଟଣାର ତଦନ୍ତ ଆରମ୍ଭ କରିଛି ।


error: Content is protected !!