ଅସହ୍ୟ ଗରମ ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ଦେବ କାଳବୈଶାଖୀ


ଅସହ୍ୟ ଗରମ ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ଦେବ କାଳବୈଶାଖୀ।ଆଗାମୀ ୩ ଘଣ୍ଟା ପାଇଁ କାଳବୈଶାଖୀ ଓ ବଜ୍ରପାତ ସତର୍କତା।ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ସହ ୭ ଜିଲ୍ଲାକୁ ୟେଲୋ ଆଲର୍ଟ।ରାୟଗଡ଼ା, ଗଞ୍ଜାମ, କଟକ, ଖୋର୍ଦ୍ଧା, ପୁରୀ, ବରଗଡ଼, ନୟାଗଡ଼କୁ ଆଲର୍ଟ।


error: Content is protected !!