ଆଗାମୀ 48 ଘଣ୍ଟା ମଧ୍ୟରେ ରାଜ୍ୟର କିଛି କିଛି ସ୍ଥାନରେ ଦିନ ତାପମାତ୍ରାରେ ଆହୁରି 2°C ଯାଏଁ ବୃଦ୍ଧି ସମ୍ଭାବନା


ଆଗାମୀ 48 ଘଣ୍ଟା ମଧ୍ୟରେ ରାଜ୍ୟର କିଛି କିଛି ସ୍ଥାନରେ ଦିନ ତାପମାତ୍ରାରେ ଆହୁରି 2°C ଯାଏଁ ବୃଦ୍ଧି ସମ୍ଭାବନା, ପ୍ରଭାବରେ ଆଗାମୀ 4 ରୁ 5 ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ଉଷ୍ମ ପାଣିପାଗ ସ୍ତିତି ଜାରିରହିବା ସହ କିଛି ଜିଲ୍ଲାରେ ଭୀଷଣ ଗ୍ରୀଷ୍ମପ୍ରବାହ ରୁ ଗ୍ରୀଷ୍ମ ପ୍ରବାହ ସ୍ତିତି ଲାଗିରହିବାର ସମ୍ଭାବନା ରହିଛି।


error: Content is protected !!