ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି


କେନ୍ଦ୍ରାପଡ଼ା: ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି।ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଗିରଫ।ଜମିଜମା ମାମଲାର ସମାଧାନ ଲାଗି ଲାଞ୍ଚ ନେବା ବେଳେ ଧରାପଡ଼ିଲେ।


error: Content is protected !!