କଂଗ୍ରେସ ଟିକେଟ୍ ଫେରାଇଲେ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି।


କଂଗ୍ରେସ ଟିକେଟ୍ ଫେରାଇଲେ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି।ପୁରୀ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି ଫେରାଇଲେ ଟିକେଟ। ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍ ଫେରାଇଥିବା AICCକୁ ଜଣାଇଲେ।ବିନା ପାର୍ଟି ଫଣ୍ଡିଂରେ କ୍ୟାମ୍ପେନିଂ କରିବା ସହଜ ନୁହେଁ କହିଲେ ସୁଚରିତ।


error: Content is protected !!