ପ୍ରଧାନମନ୍ତ୍ରୀଙ୍କ ପାଇଁ କଡ଼ା ସୁରକ୍ଷା


ଆସନ୍ତାକାଲି ଭୁବନେଶ୍ୱର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ବିମାନବନ୍ଦର ଠାରୁ ରାଜଭବନ ପର୍ଯ୍ୟନ୍ତ କଡ଼ା ସୁରକ୍ଷା ବ୍ୟବସ୍ଥା।ରାଜଭବନରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ହୋଇଥିବା କହିଲେ ଡିସିପି।୩ ଡିସିପି, ୧୦ ଏସିପି, ୧୭ ଆଇଆଇସି, ୯୦ ଏସ୍ଆଇ/ଏଏସ୍ଆଇ।CISF ସହ ୨୦ ପ୍ଲାଟୁନ୍ ଫୋର୍ସ ମୁତୟନ, ରାସ୍ତାରେ ହେବ ବ୍ୟାରିକେଡିଂ।


error: Content is protected !!