ସୋନିଆ ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ


ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଦେଲା କଂଗ୍ରେସ।ଷ୍ଟାର ପ୍ରଚାରକ ତାଲିକାରେ ସୋନିଆ, ରାହୁଲ, ପ୍ରିୟଙ୍କା, ଖଡ୍‌ଗେ।ରେବନ୍ତ ରେଡ୍ଡୀ, ଭୂପେଶ ବଘେଲ, ସଚିନ ପାଇଲଟ ମଧ୍ୟ ତାଲିକାରେ।ଅଳକା ଲାମ୍ବା, କହ୍ନେୟା କୁମାର, ମିନାକ୍ଷୀ ନଟରାଜନ ତାଲିକାରେ ସାମିଲ।


error: Content is protected !!