ଓଡ଼ିଶାରେ ପ୍ରଚାର କରିବେ ହେମାମାଳିନୀ


ବିଜେପିର ଷ୍ଟାର ପ୍ରଚାରକ ତାଲିକାରେ ହେମାମାଳିନୀ ସାମିଲ।ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ ହେଲେ ହେମା।ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସ୍ଥାନରେ ସାମିଲ ହେଲେ ହେମାମାଳିନୀ।ତାଲିକାରେ ସାମିଲ ପରେ ଓଡ଼ିଶାରେ ହେମାମାଳିନୀ ପ୍ରଚାର କରିବା ସ୍ପଷ୍ଟ।


error: Content is protected !!