ସମୂହ ଛୁଟିରେ କ୍ରିଉ ମେମ୍ବର


ସମୂହ ଛୁଟିରେ ଏୟାର ଇଣ୍ଡିଆ ଏକ୍ସପ୍ରେସର ଶତାଧିକ କ୍ରିଉ ମେମ୍ବର।ଅସୁସ୍ଥତା ଦର୍ଶାଇ ସମୂହ ଛୁଟିରେ ଶତାଧିକ କ୍ରିଉ ମେମ୍ବର।କାଲି ରାତିରୁ ଆଜି ସକାଳ ଯାଏଁ ୭୦ରୁ ଅଧିକ ଉଡ଼ାଣ ବାତିଲ୍‌।ଏୟାର ଇଣ୍ଡିଆ ଏକ୍ସପ୍ରେସର ଘରୋଇ ଓ ଅନ୍ତର୍ଜାତୀୟ ଉଡ଼ାଣ ବାତିଲ୍।


error: Content is protected !!