ବିଜେପି ସରକାର ଆସିଲେ ଆୟୁଷ୍ମାନ କାର୍ଡ ମିଳିବ


ବିଜେପି ସରକାର ଆସିଲେ ଆୟୁଷ୍ମାନ କାର୍ଡ ମିଳିବ।ଗରିବ ହେଉ କି ଧନୀ, ସମସ୍ତଙ୍କୁ ଆୟୁଷ୍ମାନ ସୁବିଧା ମିଳିବ।୩୭୦ ହଟାଇବୁ କହିଥିଲୁ, ହଟାଇଲୁ।ରାମ ମନ୍ଦିର ନିର୍ମାଣ କରିବାକୁ କହିଥିଲୁ, କରିଲୁ।ଯାହା ଆମେ କହୁ ତାହା କରୁ, ଏହା ଆମ ଚରିତ୍ର।


error: Content is protected !!