ସୂଚନା ଦେଲେ ଏସପି: ପୋଲିସ ଅଧିକାରୀ କହିଛନ୍ତି “ଏ ବିଷୟରେ ସୂଚନା ପାଇବା ପରେ, ଏକ ପୋଲିସ ଦଳକୁ ଘଟଣାସ୍ଥଳକୁ ପଠାଯାଇଥିଲା ଏବଂ ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଥିଲା। ପ୍ରାରମ୍ଭିକ ସୂଚନା ଅନୁଯାୟୀ, ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି ଏବଂ ଅନ୍ୟ ଛଅ ଜଣ ଆହତ ହୋଇଛନ୍ତି।” ଘଟଣା ନେଇ ରାୟପୁର ଏସ୍ପି ଉମେଦ ସିଂହ କହିଛନ୍ତି “ଗୋଦାବରୀ ଇସ୍ପାତରେ ଛାତ ଭୁଶୁଡ଼ି ପଡ଼ିବା ତଳେ କିଛି ଶ୍ରମିକ ଫସି ରହିଥିବା ସୂଚନା ଆମେ ପାଇଲୁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…