ମୁଖ୍ୟମନ୍ତ୍ରୀଙ୍କ ଅକ୍ଷୟ ତୃତୀୟା ଶୁଭେଚ୍ଛା


ଅକ୍ଷୟ ତୃତୀୟା ଅବସରରେ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା। ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ମହାପ୍ରଭୁଙ୍କ ଆଶୀର୍ବାଦରୁ ଚାଷୀଭାଇଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ।ଚଳିତବର୍ଷ ଭଲ ଫସଲ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣି ଦେଉ।


error: Content is protected !!