ଆସନ୍ତାକାଲି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ।


ଆସନ୍ତାକାଲି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ । ମେ’ ୧୩ରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ସଂସଦୀୟ କ୍ଷେତ୍ର ଓ ଏହା ଅନ୍ତର୍ଗତ ୨୮ ବିଧାନସଭା ଆସନରେ ପଡ଼ିବ ଭୋଟ୍ । ପ୍ରଥମ ପର୍ଯ୍ୟାୟ ପାଇଁ ମୋଟ୍ ୭ହଜାର ୩୦୩ ମତଦାନ କେନ୍ଦ୍ର କରାଯାଇଛି ।..


error: Content is protected !!