ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ସଂଗଠନ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଥିବା ସୂଚନା ମିଳିଛି।
ନବ ନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ଏନେଇ ସୂଚନା ଦେଇଛନ୍ତି। ପାଠ୍ୟପୁସ୍ତକରେ ଥିବା ତ୍ରୁଟିକୁ ନେଇ ସଂଗଠନ ପକ୍ଷରୁ ଆପତ୍ତି ଉଠାଯାଇଥିବା ବେଳେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ମଧ୍ୟ ଦାବି କରାଯାଇଛି। ସଂଗଠନ ପକ୍ଷରୁ ଘୋଷିତ ଏହି ବନ୍ଦ ଡାକରାକୁ ନେଇ ଆଗାମୀ ଦିନରେ ରାଜ୍ୟରେ ରାଜନୈତିକ ଓ ସାମାଜିକ ମାହୋଲ ଉପରେ ନଜର ରହିବ।

More Stories
ବିଧାୟକଙ୍କ ଫାର୍ମହାଉସରେ ବର୍ବରତା; ମହିଳାଙ୍କୁ ଟେକିନେଇ ଗଣବଳାତ୍କାର, CRPF ଯବାନ ଗିରଫ
କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ
୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର