୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ


ପୁଣି ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି।ପୁରୀରେ ରୋଡ୍‌ ଶୋ କରିବେ ପ୍ରଧାନମନ୍ତ୍ରୀ ମୋଦି।କଟକ ଓ ଅନୁଗୁଳରେ ଜନସଭାକୁ ସମ୍ବୋଧିତ କରିବେ।ସୂଚନା ଦେଲେ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର।୧୫ ତାରିଖରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ।ରାଉରକେଲା, କଣ୍ଟାବାଞ୍ଜି, ସୋରଡ଼ାରେ ସଭା କରିବେ ଶାହ।୧୭ ତାରିଖରେ ଗସ୍ତ କରିବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା।ସୁନ୍ଦରଗଡ଼, ହିଞ୍ଜିଳି ଓ ପଦ୍ମପୁର ଗସ୍ତ କରିବେ ନଡ୍ଡା।


error: Content is protected !!