ପ୍ରଦୀପ ପାଣିଗ୍ରାହୀ ଏମ୍ସ ସ୍ଥାନାନ୍ତର


ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ।ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର ପଞ୍ଜରା ହାଡ଼ ଓ ଫୁସ୍‌ଫୁସ୍‌ରେ ଆଘାତ ଲାଗିଥିବାରୁ ସ୍ଥାନାନ୍ତର।ଅଧିକ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଥିବା ପରିବାର ପକ୍ଷରୁ ସୂଚନା।ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କରଙ୍କ ସହ ଗଣ୍ଡଗୋଳରେ ଆହତ ହୋଇଥିଲେ।କାଲି MKCGରେ ଭର୍ତ୍ତି ହୋଇଥିଲେ, ଆଜି ଭୁବନେଶ୍ବରକୁ ସ୍ଥାନାନ୍ତର।


error: Content is protected !!