ବ୍ରହ୍ମପୁର ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ କୁମାର ପାଣିଗ୍ରାହୀଙ୍କୁ ଆକ୍ରମଣ


ବ୍ରହ୍ମପୁର ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ କୁମାର ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲାରେ ବିଧାୟକ ପ୍ରାର୍ଥୀ ଶିବ ଶଙ୍କର ଦାଶଙ୍କୁ କୋର୍ଟ ଚାଲାଣ କଲା ଗୋଷାଣୀନୂଆଗାଁ ଥାନା ପୁଲିସ। ଜାମିନ ନାମଞ୍ଜୁର ହେବାରୁ ଜେଲକୁ ପଥାଇଦିଆଯାଇଛି।


error: Content is protected !!