ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସିବେ ହେମା ମାଳିନୀ


ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସିବେ ହେମା ମାଳିନୀ।ରାଜ୍ୟର ୩ଟି ସ୍ଥାନରେ ସାଧାରଣ ସଭାରେ ଯୋଗଦେବେ।ଉତ୍ତର ଭୁବନେଶ୍ବର, କିଶନ ନଗର, ପିପିଲିରେ ସଭା ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ରଙ୍କ ସୂଚନା।


error: Content is protected !!