ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍ ପୋଡ଼ି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି।
ଅଗ୍ନିକାଣ୍ଡ ପରେ ଏକ ବିସ୍ଫୋରଣ ଘଟି ଚାହୁଁ ଚାହୁଁ ବସ୍ଗୁଡିକ ଜଳିଉଠିଥିଲା। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇଥିଲେ। ଅଗ୍ନିକାଣ୍ଡରେ ମୃତାହତ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିପାରି ନାହିଁ।

More Stories
ସୋସିଆଲ ମିଡିଆରେ ଉଠିଲା ପ୍ରଶ୍ନ
ପାଣିପାଗ ବିଭାଗର ବଡ଼ ସୂଚନା, ଆସନ୍ତା ୪ ଦିନ ଯାଏ ଏହି ଜିଲାରେ କଲବଲ କରିବ ତାତି
ପରୀକ୍ଷାଗାରରୁ ବାହାରିଲା ‘କରୋନା ଭାଇରସ’ର ଭାଇ, ରୁଷିଆରେ ୱୁହାନ ଭଳି ଘଟଣାର ପୁନରାବୃତ୍ତି!