ଆଜି ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଶାଳ ରୋଡ ଶୋ’


ଆଜି ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଶାଳ ରୋଡ ଶୋ’ । ଏହି ରୋଡ ଶୋ ଗଙ୍ଗନଗର ଛକରୁ ଆରମ୍ଭ ହୋଇ ଶିଶୁଭବନ ଛକରେ ଶେଷ ହେବ । ସନ୍ଧ୍ଯା ସାଢେ ୬ଟାରେ ୟୁନିଟ-୬ ଗଙ୍ଗନଗର ଛକରୁ ମୁଖ୍ଯମନ୍ତ୍ରୀଙ୍କ ରୋଡ୍ ଶୋ’ ଆରମ୍ଭ ହେବ।


error: Content is protected !!