ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ସୁରକ୍ଷା ମାଗିଛନ୍ତି


ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ସୁରକ୍ଷା ମାଗିଛନ୍ତି। ସେ ଚିଠିରେ ଉଲ୍ଲେଖ କରିଛନ୍ତି ମ‌ୋ ଜୀବନ ପ୍ରତି ବିପଦ ରହିଛି। ମୁଁ ନିଜକୁ ଅସୁରକ୍ଷିତ ମଣୁଛି। ମତେ ସୁରକ୍ଷା ଯୋଗାଇ ଦିଅନ୍ତୁ। ଗଞ୍ଜାମରେ ନିର୍ବାଚନୀ ସମୟରେ ହିଂସା ଦିନକୁ ଦିନ ବଢିବାରେ ଲାଗିଛି॥ ଏଭଳି ସମୟରେ ପ୍ରଦୀପ ନିଜକୁ ଅସୁରକ୍ଷିତ ମଣୁଥିବା ଚିଠିରେ ଉଲ୍ଲେଖ କରିଛନ୍ତି।


error: Content is protected !!