ଯଦି ମୋଦି ଚାଉଳ ଦେଲେ, ତମେ ଡାଲି ନଚେତ୍ ଲୁଣ ଦେଇଥାନ୍ତ


ଯଦି ମୋଦି ଚାଉଳ ଦେଲେ, ତମେ ଡାଲି ନଚେତ୍ ଲୁଣ ଦେଇଥାନ୍ତ।ରାଜ୍ୟ ସରକାର ୨ ଅଖା ଦେଇ ଓଡ଼ିଶାବାସୀଙ୍କୁ ଅପମାନିତ କରିଛନ୍ତି।ଆଉ ସେହି ଝୁଲା ମଧ୍ୟ ଓଡ଼ିଶାରେ ତିଆରି ନୁହେଁ, ତାମିଲନାଡୁରୁ ଆସିଛି।


error: Content is protected !!