ବିଜେପି ଓଡ଼ିଶାର ଜଣେ ଆଦିବାସୀ ଝିଅଙ୍କୁ ରାଷ୍ଟ୍ରପତି କରିଛି


ବିଜେପି ଓଡ଼ିଶାର ଜଣେ ଆଦିବାସୀ ଝିଅଙ୍କୁ ରାଷ୍ଟ୍ରପତି କରିଛି।ଓଡ଼ିଶାର ଶାସନ ଓଡ଼ିଆରେ ନା ତାମିଲରେ ଚାଲିବ, କହନ୍ତୁ।ପ୍ରଭୁ ଜଗନ୍ନାଥଙ୍କ ସବୁ ଦ୍ୱାର ଖୋଲା ଯାଉନାହିଁ- ଶାହ।ପରିକ୍ରମା ନାଁରେ ଏହାକୁ ପର୍ଯ୍ୟଟନ କ୍ଷେତ୍ର କରାଯାଉଛି।ପ୍ରଭୁ ଜଗନ୍ନାଥଙ୍କ ସଂସ୍କୃତିକୁ ଅପମାନିତ କରାଯାଉଛି।


error: Content is protected !!