ରାଉରକେଲାରେ ଗୃହ ମନ୍ତ୍ରୀ ଅମିତ ଶାହଙ୍କ ବକ୍ତବ୍ୟ


ରାଉରକେଲାରେ ଗୃହ ମନ୍ତ୍ରୀ ଅମିତ ଶାହଙ୍କ ବକ୍ତବ୍ୟ।ଓଡ଼ିଶାକୁ ନକ୍ସଲବାଦରୁ ମୁକ୍ତି କରିବା କାମ କରିଛନ୍ତି ମୋଦି।ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି, ଗୌରବକୁ ପୁନଃ ପ୍ରତିଷ୍ଠା କରିବ ନିର୍ବାଚନ।କଂଗ୍ରେସ ଏଯାଏ କୌଣସି ଆଦିବାସୀଙ୍କୁ ରାଷ୍ଟ୍ରପତି କରିନି।ବିଜେପି ଓଡ଼ିଶାର ଜଣେ ଆଦିବାସୀ ଝିଅଙ୍କୁ ରାଷ୍ଟ୍ରପତି କରିଛି।


error: Content is protected !!