ଶାରଦା ପ୍ରଧାନ ଓ ରାକେଶ ମଲ୍ଲିକ ବିଜେପିରୁ ବିଦା


ଶାରଦା ପ୍ରଧାନ ଓ ରାକେଶ ମଲ୍ଲିକ ବିଜେପିରୁ ବିଦା।ଦଳ ବିରୋଧୀ କାର୍ଯ୍ୟ ପାଇଁ ଉଭୟଙ୍କୁ ଦଳରୁ ବହିଷ୍କାର।ମାହାଙ୍ଗାର ଶାରଦା ପ୍ରଧାନ ଓ ସୋରର ରାକେଶ ମଲ୍ଲିକ।ଟିକେଟ ନମିଳିବାରୁ ଉଭୟ ସ୍ୱାଧୀନ ଭାବେ ନାମାଙ୍କନ କରିଛନ୍ତି।


error: Content is protected !!