ବିଜେଡି ଛାଡ଼ିଲେ ନିମାପଡ଼ା ବିଧାୟକ ସମୀର ଦାଶ,


ବିଜେଡି ଛାଡ଼ିଲେ ନିମାପଡ଼ା ବିଧାୟକ ସମୀର ଦାଶ, ଚଳିତ ନିର୍ବାଚନରେ ଟିକେଟ ପାଇ ନଥିବାରୁ ଅସନ୍ତୁଷ୍ଟ ଥିଲେ।ଏଥର ଟିକେଟ କଟିବାରୁ ଅସନ୍ତୁଷ୍ଟ ଥିଲେ ସମୀର ଦାଶ।ନିଷ୍ପତ୍ତିର ପୁନର୍ବିଚାର ପାଇଁ ବାରମ୍ବାର ଶକ୍ତି ପ୍ରଦର୍ଶନ କରିଥିଲେ।୨୦୦୯, ୨୦୧୪ ଓ ୨୦୧୯ରେ ବିଜେଡିରୁ ବିଧାୟକ ହୋଇଥିଲେ।ଭିଡିଓ ବାର୍ତ୍ତାରେ ଇସ୍ତଫାର କାରଣ କହିଲେ ସମୀର ଦାଶ।ବିଜେଡି ନେତା ମୋ ଉପରେ ଆସ୍ଥା ହରାଇଥିବାରୁ ଦଳ ଛାଡ଼ିଲି।ଗୋପ ବିଜେଡି ସଂଗଠନ ଉପରେ ବି ଆସ୍ଥା ହରାଇଛନ୍ତି।ନେତା ଆସ୍ଥା ହରାଇଥିବାରୁ ଦଳରେ ରହିବା ଠିକ୍‌ ନୁହେଁ- ସମୀର।


error: Content is protected !!