ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି


ଆଜି ତୃତୀୟ ଥର ପାଇଁ ପ୍ରଚାରରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି।ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ମୋଦି।କାଲି ଶ୍ରୀଜିଉଙ୍କ ଦର୍ଶନ ସହ ଶ୍ରୀକ୍ଷେତ୍ରରେ ରୋଡ୍‌ ସୋ କରିବେ।ଅନୁଗୁଳ ଓ କଟକରେ ବି ମାରାଥନ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ।


error: Content is protected !!