ମୋଦି ପ୍ରଧାନମନ୍ତ୍ରୀ ହେବା ପରେ ଭାରତର ଛବି ବଦଳିଛି।


ମୋଦି ପ୍ରଧାନମନ୍ତ୍ରୀ ହେବା ପରେ ଭାରତର ଛବି ବଦଳିଛି।ଏବେ ଅନ୍ତର୍ଜାତୀୟ ମଞ୍ଚରେ ଭାରତ କହିଲେ ସମସ୍ତେ ଧ୍ୟାନ ଦେଇ ଶୁଣୁଛନ୍ତି।ରୁଷିଆ-ୟୁକ୍ରେନ ସଂଘର୍ଷରେ ଭାରତୀୟ ଛାତ୍ରଛାତ୍ରୀ ଫସି ରହିଥିଲେ।ପୁତିନ ଓ ଜେଲେନସ୍କିଙ୍କ ସହ କଥା ହୋଇ ମୋଦି ସାଢ଼େ ୪ ଘଣ୍ଟା ଯୁଦ୍ଧ ରୋକିଲେ।


error: Content is protected !!