ସାମ୍ବାଦିକ ସମ୍ମିଳନୀ କରି ବିଜେପି ଉପରେ ବର୍ଷିଲା ବିଜେଡି


ସାମ୍ବାଦିକ ସମ୍ମିଳନୀ କରି ବିଜେପି ଉପରେ ବର୍ଷିଲା ବିଜେଡି । ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାହିଁକି ଓଡ଼ିଶାର ବିକାଶକୁ ବିରୋଧ କରୁଛନ୍ତି । କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଶ୍ନରେ କାହିଁକି ଉତ୍ତର ନଦେଇ ମୁଖ୍ୟମନ୍ତ୍ରୀ ଏବଂ ପାଣ୍ଡିଆନଙ୍କ ଉପରେ ଏତେ ଅପଶବ୍ଦ ବ୍ୟବହାର କରି ଗାଳି କରୁଛନ୍ତି ବୋଲି ପ୍ରଶ୍ନକଲେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର।


error: Content is protected !!