ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି


ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପହଞ୍ଚିଲେ।ବିଜେପି ଅଫିସ୍‌ରେ ପ୍ରଧାନମନ୍ତ୍ରୀ।ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ।କଡ଼ା ସୁରକ୍ଷା ମଧ୍ୟରେ ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିଲେ।କିଛି ସମୟ ଭିତରେ କାର୍ଯ୍ୟକର୍ତ୍ତାଙ୍କୁ ନେଇ ବୈଠକ।ବିଜେପି କର୍ମୀଙ୍କ ମଧ୍ୟରେ ଉତ୍ସାହ ଦ୍ବିଗୁଣିତ।


error: Content is protected !!