ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ


ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ଇରାନର ପୂର୍ବ ଅଜରବୈଜାନରେ ଘଟିଲା ଦୁର୍ଘଟଣା।ଦୁର୍ଘଟଣା ପରେ ଇରାନ ରାଷ୍ଟ୍ରପତିଙ୍କ ସହ ହୋଇପାରୁନି ଯୋଗାଯୋଗ ରାଷ୍ଟ୍ରୀୟ ସୁରକ୍ଷା ପରିଷଦ ପକ୍ଷରୁ ଜରୁରୀ ବୈଠକ।


error: Content is protected !!