ଅନୁଗୋଳ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟ


ଅନୁଗୋଳ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟ।ବିଜେଡି ଶାସନରେ ଜଗନ୍ନାଥ ସଂସ୍କୃତି ବି ସୁରକ୍ଷିତ ନୁହେଁ।ଗଲା ୬ ବର୍ଷ ହେଲାଣି ରତ୍ନଭଣ୍ଡାର ଚାବିର ପତ୍ତା ମିଳୁନି।ଆମ ଘରର ଚାବି ହଜିଲେ ଆମେ ପ୍ରଭୁ ଜଗନ୍ନାଥଙ୍କୁ ଡାକୁ।ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରେ ଆମ ଘର ଚାବି ମିଳିଯାଏ।


error: Content is protected !!