ଜଣେ ମାଫିଆ ସବୁ କବ୍‌ଜା କରି ବସିଛି


କଟକ ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ।ଓଡ଼ିଶାରେ ଚାଲିଥିବା ଏ ଲୁଟତରାଜ ବନ୍ଦ ହେବା ଦରକାର।ଆପଣମାନଙ୍କ ଭୋଟ ହିଁ ଏ ଲୁଟତରାଜ ବନ୍ଦ କରିବ।ଆପଣଙ୍କ ଭୋଟ ହିଁ ଓଡ଼ିଶାର ଭାଗ୍ୟ ବଦଳାଇ ପାରିବ।ବିଜେଡି ଭ୍ରଷ୍ଟାଚାର ପାଇଁ ଯୁବକମାନଙ୍କୁ ଅନ୍ୟ ରାଜ୍ୟକୁ ଯିବାକୁ ପଡୁଛି।ଜଣେ ମାଫିଆ ଅଛନ୍ତି, ଯିଏ ପ୍ରତି ସେକ୍ଟର ଉପରେ କବ୍‌ଜା କରି ବସିଛି।ଜୁନ୍‌ ୧୦ରେ ବିଜେପି ସରକାର ଆସିଲେ ଏ ମାଫିଆର ଅଣ୍ଟା ଭଙ୍ଗାଯିବ।ଆମକୁ ଓଡ଼ିଶାରେ ନିବେଶ ଦରକାର, ନୂଆ ଉଦ୍ୟୋଗ ଦରକାର।ବିଜେପିର ତାକତ ଅଛି, ଏସବୁ ବିଜେପି ହିଁ କରିପାରିବ।ଓଡ଼ିଶାର ହେବାକୁ ଥିବା ବିଜେପି ମୁଖ୍ୟମନ୍ତ୍ରୀଙ୍କୁ ସବୁ ସହଯୋଗ କରାଯିବ।


error: Content is protected !!