October 11, 2026

Now Odisha

Now Odisha

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

Spread the love

ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିରରେ ଭକ୍ତଙ୍କ ସମାଗମ ହୋଇଛି। ଭକ୍ତମାନଙ୍କ ଦ୍ଵାରା ମାନସିକ ଅଖଣ୍ଡ ଦୀପ ପ୍ରଜ୍ବଳନ କରାଯାଇଛି। ସ୍ଥାନୀୟ ମାଁ ଶ୍ୟାମାକାଳୀ ମନ୍ଦିର ସମେତ ଅନ୍ୟ ଶକ୍ତିପୀଠ ଗୁଡିକରେ ମଧ୍ୟ ନବରାତ୍ର ପୂଜା ଚାଲିଛି।

error: Content is protected !!