ଆସିଲା ଦ୍ବାଦଶ ରେଜଲ୍ଟ।


👉ଆସିଲା ଦ୍ବାଦଶ ରେଜଲ୍ଟ।ପ୍ରକାଶ ପାଇଲା +୨ ପରୀକ୍ଷା ଫଳ।ଏକ ସଙ୍ଗେ ବାହାରିଲା କଳା, ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ।ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ଫଳ ପ୍ରକାଶ।କଳାରେ ପାସ୍‌ ହାର ୮୦.୯୫ ପ୍ରତିଶତ।ବିଜ୍ଞାନରେ ପାସ୍‌ ହାର ୮୬.୯୩ ପ୍ରତିଶତ।ବାଣିଜ୍ୟରେ ପାସ୍‌ ହାର ୮୨.୨୭ ପ୍ରତିଶତ।


error: Content is protected !!