–ଭୁବନେଶ୍ଵର ନାଲକୋ କାର୍ଯ୍ୟାଳୟରେ ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ପକ୍ଷରୁ ଚଢ଼ାଉ କରାଯାଇଛି। ଚାକିରି ଦେବା ନାଁରେ ଏକାଧିକ ଯୁବକଙ୍କୁ ଠକେଇ କରାଯାଇଥିବା ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ସୂଚନା ମିଳିଛି। ସିବିଆଇ ପକ୍ଷରୁ ୨ ଜଣ କର୍ମଚାରୀଙ୍କୁ ପଚରାଉଚରା କରାଯାଇଛି। ପୂର୍ବରୁ ପୁଲିସ ଠକେଇ ଅଭିଯୋଗରେ ଜଣଙ୍କୁ ଗିରଫ କରିଥିଲା। ଏହି ଘଟଣାରେ ସିବିଆଇ ପକ୍ଷରୁ ଅଧିକ ଖୋଳତାଡ଼ କରାଯାଉଥିବା ଜଣାପଡ଼ିଛି।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…