ଜୁଲାଇ ୮ରେ ଖୋଲିବନି ରତ୍ନ ଭଣ୍ଡାର! ଚର୍ଚ୍ଚା ପରେ ପ୍ରତିକ୍ରିୟା ରଖିଲେ ଆଇନମନ୍ତ୍ରୀ


ଜୁଲାଇ ୮ରେ ଖୋଲିବନି ରତ୍ନ ଭଣ୍ଡାର! ଚର୍ଚ୍ଚା ପରେ ପ୍ରତିକ୍ରିୟା ରଖିଲେ ଆଇନମନ୍ତ୍ରୀ । କହିଲେ, ରତ୍ନ ଭଣ୍ଡାର କେବେ ଖୋଲିବ ସେନେଇ ନିଷ୍ପତ୍ତି ହୋଇନି । ରତ୍ନ ଭଣ୍ଡାର ଖୋଲିବା ପ୍ରସଙ୍ଗରେ ନିଷ୍ପତ୍ତି ନେବେ ସରକାର । ବିଭ୍ରାନ୍ତିକର ତଥ୍ୟ ଦେଇଛନ୍ତି ବିଶୃଙ୍ଖଳିତ ଏଏସଆଇ ଅଧିକାରୀ । ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ।


error: Content is protected !!