ଭୁବନେଶ୍ୱର
ଜୁନ ୧୯, ୨୦୨୪
ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଜନ୍ମ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ମୁର୍ମୁ ଜୁନ ୨୦ ତାରିଖରେ ତାଙ୍କର ଜନ୍ମ ଦିବସ ପାଳନ କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦେଶର ସର୍ବୋଚ୍ଚ ପଦବୀ ଅଳଙ୍କୃତ କରି ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ସେବା ଓ ସମର୍ପଣ ଭାବରେ ଦେଶକୁ ପ୍ରେରଣା ଦେଇ ଚାଲିଛନ୍ତି। ଶ୍ରୀମତୀ ମୁର୍ମୁ ଓଡ଼ିଶାର ଗର୍ବ ଓ ଗୌରବ ବୋଲି ମତ ଦେବା ସହିତ ସେ ରାଷ୍ଟ୍ରପତିଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି।
More Stories
ସମ୍ବିଧାନର 8ମ ଅନୁଚ୍ଛେଦରେ କୋଶଳୀ ଭାଷାକୁ ସାମିଲ ପାଇଁ ଚିଠି…
ଡାକ୍ତର ନରେନ୍ଦ୍ର ଦଭୋଲେକର ସ୍ମାରକୀ ଜାତୀୟ ପୁରସ୍କାର 2024ବର୍ଷ ପାଇଁ ଓଡ଼ିଶାର ବିଶିଷ୍ଟ ସମାଜ ସଂସ୍କାରକ ଦେବେନ୍ଦ୍ର ସୁତାର ଙ୍କୁ ପ୍ରଦାନ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ସାହା ରାଜ୍ୟ ସଭା ରେ ଦେଇଥିବା ଉଦବୋଧନ