ଅଗଷ୍ଟ ୧୫ରେ ସୁଭଦ୍ରା SOP


*ଅଗଷ୍ଟ ୧୫ରେ ସୁଭଦ୍ରା SOP*

*-ଅଗଷ୍ଟ ୧୫ ତାରିଖରେ ଆସିବ ସୁଭଦ୍ରା ଯୋଜନା SOP*

*-ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା -‘ଏଥିରେ କିଏ ପାଇବେ ଓ କିଏ ପାଇବେନି ତାର ସ୍ପଷ୍ଟ ଚିତ୍ର ରହିବ’*

*-‘ଏହାର ମୋଡାଲିଟି କଣ ରହିବ ଓ ଫର୍ମାଟ ବାବଦରେ ଜଣାପଡ଼ିବ’*

*-ତେଣୁ ମହିଳାଙ୍କୁ ଭ୍ରମିତ ନ ହେବାକୁ ଅପିଲ୍ କଲେ ଉପମୁଖ୍ୟମନ୍ତ୍ରୀ .*

*-‘ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନା ରାଜ୍ୟରେ ଲାଗୁ ହେବ’*


error: Content is protected !!