ଆଜି ଶୁଖିଲା ରହିବ ପାଗ, ତେବେ କାଲି ପୁଣି ବଢ଼ିବ ବର୍ଷା


ଆଜି ଶୁଖିଲା ରହିବ ପାଗ, ତେବେ କାଲି ପୁଣି ବଢ଼ିବ ବର୍ଷା। ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଭଦ୍ରକ, ବାଲେଶ୍ବର, ମୟୂରଭଂଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ କାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।


error: Content is protected !!