ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ଠାରୁ ମୁକ୍ତେଶ୍ଵର ମନ୍ଦିର ପର୍ଯ୍ୟନ୍ତ ଆୟୋଜିତ ଘରେ ଘରେ ତ୍ରିରଙ୍ଗା ପଦ ଯାତ୍ରା


ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ଠାରୁ ମୁକ୍ତେଶ୍ଵର ମନ୍ଦିର ପର୍ଯ୍ୟନ୍ତ ଆୟୋଜିତ ଘରେ ଘରେ ତ୍ରିରଙ୍ଗା ପଦ ଯାତ୍ରା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ , ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଏବଂ ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ସରୋଜ କୁମାର ପ୍ରଧାନ । ପଦଯାତ୍ରା ରେ ସ୍ଥାନୀୟ ବିଧାୟକ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନେ ମଧ୍ଯ ସାମିଲ୍ ଥିଲେ । ୧୪-୮-୨୦୨୪


error: Content is protected !!