ଡିଜିଟାଲ କାରବାର ପାଇଁ ଅତିରିକ୍ତ ୫ଶହ


ଡିଜିଟାଲ କାରବାର ପାଇଁ ଅତିରିକ୍ତ ୫ଶହ -ସୁଭଦ୍ରା ଯୋଜନାରେ ଅତିରିକ୍ତ ସହାୟତା ପ୍ରଦାନ ପାଇଁ ଘୋଷଣା
-ଡିଜିଟାଲ କାରବାରକୁ ପ୍ରୋତ୍ସାହନ ପାଇଁ ମିଳିବ ଅତିରିକ୍ତ ସହାୟତା
-ସର୍ବାଧିକ ଡିଜିଟାଲ କାରବାର କରିଥିବା ହିତାଧିକାରୀଙ୍କୁ ଅତିରିକ୍ତ ୫ଶହ
-ପ୍ରତି ପଞ୍ଚାୟତର ୧୦୦ ଜଣ ହିତାଧିକାରୀଙ୍କୁ ମିଳିବ ଅତିରିକ୍ତ ୫ଶହ


error: Content is protected !!